ଆଗାମୀ ୨୪ ଘଂଟା ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ : ପରବର୍ତୀ ୬ ଦିନ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
ଭୁବନେଶ୍ୱର, ୨୫ ଅକ୍ଟୋବର (ହି.ସ.)- ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ପରବର୍ତୀ ୬ ଦିନ ଅର୍ଥାତ୍ ୨୬ ତାରିଖ ସକାଳ ଠାରୁ ନଭେମ୍ବର ୧ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ
୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା


ଭୁବନେଶ୍ୱର, ୨୫ ଅକ୍ଟୋବର (ହି.ସ.)- ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ପରବର୍ତୀ ୬ ଦିନ ଅର୍ଥାତ୍ ୨୬ ତାରିଖ ସକାଳ ଠାରୁ ନଭେମ୍ବର ୧ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande