ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା (ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ ପରବର୍ତୀ ୪ ଦିନ ମଧ୍ୟରେ ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇପାରେ
ଭୁବନେଶ୍ୱର, ୨୫ ଅକ୍ଟୋବର (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା (ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାପରେ ପରବର୍ତୀ ୪ ଦିନ ମଧ୍ୟରେ ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ର
ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା (ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ  ପରବର୍ତୀ ୪ ଦିନ ମଧ୍ୟରେ ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇପାରେ


ଭୁବନେଶ୍ୱର, ୨୫ ଅକ୍ଟୋବର (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା (ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାପରେ ପରବର୍ତୀ ୪ ଦିନ ମଧ୍ୟରେ ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande