ଲୋଇସିଂହାରେ ଖଡ଼ଗେଙ୍କ ବିରୋଧରେ ଏତଲା ଦେଲା ବିଜେପି
ଭୁବନେଶ୍ୱର, ୨୬ ଅକ୍ଟୋବର (ହି.ସ)- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି ଗତକାଲି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖରଗେଙ୍କ ବିବାଦୀୟ ବୟାନକୁ ବିଜେପି ପକ୍ଷରୁ କଡା ନିନ୍ଦା କରାଯାଇଛି। ଏହାର ପ୍ରତିବାଦରେ ସୋମବାର ବଲାଙ୍ଗିର ଲୋଇସିଂହା ଭାରତୀୟ ଜନତା ପାର୍ଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କ
bnfyh


ଭୁବନେଶ୍ୱର, ୨୬ ଅକ୍ଟୋବର (ହି.ସ)- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି ଗତକାଲି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖରଗେଙ୍କ ବିବାଦୀୟ ବୟାନକୁ ବିଜେପି ପକ୍ଷରୁ କଡା ନିନ୍ଦା କରାଯାଇଛି। ଏହାର ପ୍ରତିବାଦରେ ସୋମବାର ବଲାଙ୍ଗିର ଲୋଇସିଂହା ଭାରତୀୟ ଜନତା ପାର୍ଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହିତ ଖଡ଼ଗେଙ୍କ ବିରୋଧରେ ଲୋଇସିଂହା ଥାନାରେ ଏତଲା ମଧ୍ୟ ଦିଆଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande