
ଭୁବନେଶ୍ୱର, 26 ଅକ୍ଟୋବର (ହି.ସ.) - ପଣ୍ଡିତ
ଗୋଦାବରୀଶ ମିଶ୍ରଙ୍କ ଜନ୍ମ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ
କେଭି ସିଂହଦେଓ । ଏନେଇ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ଓଡ଼ିଆ
ସାହିତ୍ୟର ବିଶିଷ୍ଟ ଲେଖକ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଜନ୍ମ ଜୟନ୍ତୀ ଅବସରରେ ତାଙ୍କ ଅମର
ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା