ମହର୍ଷି ବାଲ୍ମୀକିଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ କେଭି ସିଂହଦେଓ
ଭୁବନେଶ୍ୱର, 26 ଅକ୍ଟୋବର (ହି.ସ.)- ମହର୍ଷି ବାଲ୍ମୀକିଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ପବିତ୍ର ମହାକାବ୍ୟ ରାମାୟଣ ର ରଚୟିତା ମହର୍ଷି
ବାଲ୍ମିକି


ଭୁବନେଶ୍ୱର, 26 ଅକ୍ଟୋବର (ହି.ସ.)- ମହର୍ଷି

ବାଲ୍ମୀକିଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି

ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ପବିତ୍ର

ମହାକାବ୍ୟ ରାମାୟଣ ର ରଚୟିତା ମହର୍ଷି ବାଲ୍ମୀକିଙ୍କ ଜୟନ୍ତୀ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande