
ଭୁବନେଶ୍ୱର, 26 ଅକ୍ଟୋବର (ହି.ସ.)- ପଣ୍ଡିତ
ଗୋଦାବରୀଶ ମିଶ୍ରଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ।
ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପ୍ରସିଦ୍ଧ କବି, ଗାଳ୍ପିକ, ନାଟ୍ୟକାର ଏବଂ ଶିକ୍ଷାବିତ ତଥା ସତ୍ୟବାଦୀ ପଞ୍ଚସଖାଙ୍କ ମଧ୍ୟରୁ
ଅନ୍ୟତମ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଜୟନ୍ତୀ ଅବସରରେ କୋଟି କୋଟି ପ୍ରଣାମ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା