ବୈଷ୍ଣବ ପାଣିଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 26 ଅକ୍ଟୋବର (ହି.ସ.)- ବୈଷ୍ଣବ ପାଣିଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ମହାନ ନାଟ୍ୟକାର, କବି ତଥା ଓଡ଼ିଆ ଲୋକନାଟକ ଜଗତର ମହାନ ବହୁମୁଖୀ ପ
ବୈଷ୍ଣବ ପାଣିଙ୍କ ଜୟନ୍ତୀରେ     ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ପ୍ରଭାତି ପରିଡା


ଭୁବନେଶ୍ୱର, 26 ଅକ୍ଟୋବର (ହି.ସ.)- ବୈଷ୍ଣବ

ପାଣିଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି

ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ମହାନ ନାଟ୍ୟକାର, କବି ତଥା ଓଡ଼ିଆ ଲୋକନାଟକ ଜଗତର ମହାନ ବହୁମୁଖୀ ପ୍ରତିଭା ବୈଷ୍ଣବ

ପାଣିଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande