ମାଲକାନଗିରି ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ସଭାପତି ହେଲେ କୁଶ ତାଟି
ଭୁବନେଶ୍ୱର,୨୭ ଅକ୍ଟୋବର (ହି.ସ)- ଭାରତୀୟ ଜନତା ପାର୍ଟି ମାଲକାନଗିରି ଜିଲ୍ଲା ସଭାପତି ଶ୍ରୀ ଅଶୋକ ପରିଡାଙ୍କ ଅନୁମୋଦନକ୍ରମେ ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ଅଭିଳାଷ ପଣ୍ଡା ମାଲକାନଗିରି ଭାରତୀୟ ଜନତା ଯୁବମୋର୍ଚ୍ଚା ସଭାପତି ଭାବେ ଶ୍ରୀ କୁଶ ତାଟିଙ୍କ ନାମ ଘୋଷଣା କରିଛନ୍ତି ବୋଲି ପ୍ରେସ୍ ବିବୃ
ମାଲକାନଗିରି ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ସଭାପତି ହେଲେ କୁଶ ତାଟି


ଭୁବନେଶ୍ୱର,୨୭ ଅକ୍ଟୋବର (ହି.ସ)- ଭାରତୀୟ ଜନତା ପାର୍ଟି ମାଲକାନଗିରି ଜିଲ୍ଲା ସଭାପତି ଶ୍ରୀ ଅଶୋକ ପରିଡାଙ୍କ ଅନୁମୋଦନକ୍ରମେ ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ଅଭିଳାଷ ପଣ୍ଡା ମାଲକାନଗିରି ଭାରତୀୟ ଜନତା ଯୁବମୋର୍ଚ୍ଚା ସଭାପତି ଭାବେ ଶ୍ରୀ କୁଶ ତାଟିଙ୍କ ନାମ ଘୋଷଣା କରିଛନ୍ତି ବୋଲି ପ୍ରେସ୍ ବିବୃତି ମାଧ୍ୟମରେ ଜଣାଇଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande