ନଭେମ୍ବର ୧୮ରୁ ବିଧାନସଭା ଶୀତ ଅଧିବେଶନ
ଭୁବନେଶ୍ୱର, ୨୮ ଅକ୍ଟୋବର (ହି.ସ.)- ଆସନ୍ତା ନଭେମ୍ବର ୧୮ ତାରିଖରୁ ବିଧାନସଭାର ୧୭ ତମ ଅଧିବେଶନ ଆରମ୍ଭ ହେବ। ନଭେମ୍ବର ୧୮ରୁ ୩୧ ଡିସେମ୍ବର ଯାଏ ଶୀତକାଳୀନ ବିଧାନସଭା ଚାଲିବ। ଚଳିତ ଅଧିବେଶନରେ ମୋଟ ୩୩ଟି କାର୍ଯ୍ୟ ଦିବସ ରହିଛି। ---------------
Odisha assembly


ଭୁବନେଶ୍ୱର, ୨୮ ଅକ୍ଟୋବର (ହି.ସ.)- ଆସନ୍ତା ନଭେମ୍ବର ୧୮ ତାରିଖରୁ ବିଧାନସଭାର ୧୭ ତମ ଅଧିବେଶନ ଆରମ୍ଭ ହେବ। ନଭେମ୍ବର ୧୮ରୁ ୩୧ ଡିସେମ୍ବର ଯାଏ ଶୀତକାଳୀନ ବିଧାନସଭା ଚାଲିବ। ଚଳିତ ଅଧିବେଶନରେ ମୋଟ ୩୩ଟି କାର୍ଯ୍ୟ ଦିବସ ରହିଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande