ନୃତ୍ୟଗୁରୁ ଦେବପ୍ରସାଦ ଦାସଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ରାଜ୍ୟପାଳ
ଭୁବନେଶ୍ୱର, 28 ଅକ୍ଟୋବର (ହି.ସ.)- ନୃତ୍ୟଗୁରୁ ଦେବପ୍ରସାଦ ଦାସଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ରାଜ୍ୟପାଳ ଶ୍ରୀ ବ୍ରଜମୋହନ ରାମ । ଏନେଇ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ବିଶିଷ୍ଟ ଓଡ଼ିଶୀ ନୃତ୍ୟଗୁରୁ ଦେବପ୍ରସାଦ ଦାସଙ
ନୃତ୍ୟଗୁରୁ ଦେବପ୍ରସାଦ     ଦାସଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ରାଜ୍ୟପାଳ


ଭୁବନେଶ୍ୱର, 28 ଅକ୍ଟୋବର (ହି.ସ.)- ନୃତ୍ୟଗୁରୁ

ଦେବପ୍ରସାଦ ଦାସଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ରାଜ୍ୟପାଳ ଶ୍ରୀ ବ୍ରଜମୋହନ ରାମ

। ଏନେଇ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ବିଶିଷ୍ଟ ଓଡ଼ିଶୀ

ନୃତ୍ୟଗୁରୁ ଦେବପ୍ରସାଦ ଦାସଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ। ଓଡ଼ିଶୀ ନୃତ୍ୟକୁ ଏକ ନୂତନ

ପରିଚୟ ଦେବାରେ ତାଙ୍କର ଅତୁଳନୀୟ ଅବଦାନ ଚିରକାଳ ସ୍ମରଣୀୟ ଓ ପ୍ରେରଣାଦାୟୀ ହୋଇ ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande