
ନୂଆଦିଲ୍ଲୀ/ଭୁବନେଶ୍ୱର, ୨୯ ଅକ୍ଟୋବର (ହି.ସ)- ଓଡ଼ିଶାର ରାଜ୍ୟପାଳ ବ୍ରଜମୋହନ ରାମ ଗୁରୁବାର ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରେ ଭାରତର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାର ଅବସରରେ ରାଷ୍ଟ୍ରପତିଙ୍କ ମୂଲ୍ୟବାନ ସମୟ ଓ ମାର୍ଗଦର୍ଶନ ପାଇଁ ରାଜ୍ୟପାଳ କୃତଜ୍ଞତା ଜଣାଇଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା