ଉପରାଷ୍ଟ୍ରପତିଙ୍କୁ ଭେଟିଲେ ଓଡ଼ିଶା ରାଜ୍ୟପାଳ
ନୂଆଦିଲ୍ଲୀ/ଭୁବନେଶ୍ୱର, ୨୯ ଅକ୍ଟୋବର (ହି.ସ)- ଓଡ଼ିଶାର ରାଜ୍ୟପାଳ ବ୍ରଜମୋହନ ରାମ ଗୁରୁବାର ନୂଆଦିଲ୍ଲୀଠାରେ ଭାରତର ଉପରାଷ୍ଟ୍ରପତି ଶ୍ରୀ ସି. ପି. ରାଧାକୃଷ୍ଣନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଉଭୟଙ୍କ ମଧ୍ୟରେ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନା ସହ ବିଭିନ୍ନ ବିଷୟରେ ମତ ବିନିମୟ ହୋଇ
fjk


ନୂଆଦିଲ୍ଲୀ/ଭୁବନେଶ୍ୱର, ୨୯ ଅକ୍ଟୋବର (ହି.ସ)- ଓଡ଼ିଶାର ରାଜ୍ୟପାଳ ବ୍ରଜମୋହନ ରାମ ଗୁରୁବାର ନୂଆଦିଲ୍ଲୀଠାରେ ଭାରତର ଉପରାଷ୍ଟ୍ରପତି ଶ୍ରୀ ସି. ପି. ରାଧାକୃଷ୍ଣନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଉଭୟଙ୍କ ମଧ୍ୟରେ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନା ସହ ବିଭିନ୍ନ ବିଷୟରେ ମତ ବିନିମୟ ହୋଇଥିଲା।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande