ସହିଦ ଜୟୀ ରାଜଗୁରୁଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 29 ଅକ୍ଟୋବର (ହି.ସ.)- ସହିଦ ଜୟୀ ରାଜଗୁରୁଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱାଧୀନତା ସଂଗ୍ରାମର ପ୍ରଥମ ଓଡ଼ିଆ ସହିଦ ଜୟୀ ରାଜଗୁରୁଙ୍କ ଜୟନ୍ତୀରେ
ମୁଖ୍ୟମନ୍ତ୍ରୀ ମୋହନ ମାଝୀ


ଭୁବନେଶ୍ୱର, 29 ଅକ୍ଟୋବର (ହି.ସ.)- ସହିଦ ଜୟୀ

ରାଜଗୁରୁଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱାଧୀନତା ସଂଗ୍ରାମର ପ୍ରଥମ ଓଡ଼ିଆ

ସହିଦ ଜୟୀ ରାଜଗୁରୁଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ । ମାତୃଭୂମିର ସ୍ୱାଧୀନତା ପାଇଁ ତାଙ୍କର

ସର୍ବୋଚ୍ଚ ବଳିଦାନ ଏବଂ ଆଦର୍ଶ ଦେଶର ଯୁବପିଢ଼ିଙ୍କୁ ରାଷ୍ଟ୍ର ନିର୍ମାଣ ତଥା ଦେଶସେବା ଦିଗରେ

ଚିରଦିନ ପ୍ରେରଣା ଯୋଗାଇବ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande