ଶହୀଦ ଜୟୀ ରାଜଗୁରୁଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 29 ଅକ୍ଟୋବର (ହି.ସ.)- ଶହୀଦ ଜୟୀ ରାଜଗୁରୁଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ମହ
ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 29 ଅକ୍ଟୋବର (ହି.ସ.)- ଶହୀଦ ଜୟୀ

ରାଜଗୁରୁଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ପୂର୍ବତନ

କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ

ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ମହାନ୍ ସଂଗ୍ରାମୀ ତଥା ପାଇକ ବିଦ୍ରୋହର ମୁଖ୍ୟ ପୁରୋଧା

ଶହୀଦ ଜୟୀ ରାଜଗୁରୁଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande