
ଭୁବନେଶ୍ୱର, 29 ଅକ୍ଟୋବର (ହି.ସ.)- ଶହୀଦ ଜୟୀ
ରାଜଗୁରୁଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ଏମଏସଏମଇ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ।
ଏକ୍ସ ହ୍ୟାଣ୍ଡେଲରେ ଜାରି ଏକ ବାର୍ତ୍ତାରେ ସେ କହିଛନ୍ତି ଯେ, ମାତୃଭୂମିର ସ୍ୱାଭିମାନ ଓ
ସ୍ୱାଧୀନତା ପାଇଁ ଇଂରେଜ ଶାସନ ବିରୋଧରେ ସ୍ୱର ଉତ୍ତୋଳନ କରିଥିବା ଅମର ବୀର,
ମହାନ ସ୍ୱାଧୀନତା ସଂଗ୍ରାମୀ ଶହୀଦ ଜୟୀ ରାଜଗୁରୁଙ୍କ
ଜୟନ୍ତୀରେ କୋଟିକୋଟି ପ୍ରଣାମ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା