
ଭୁବନେଶ୍ୱର, 29 ଅକ୍ଟୋବର (ହି.ସ.)- ଜୟୀ
ରାଜଗୁରୁଙ୍କ ଜୟନ୍ତୀରେତାଙ୍କୁ ନମନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ସ୍ୱାଧୀନତା ସଂଗ୍ରାମର ପ୍ରଥମ ଓଡ଼ିଆ ଶହୀଦ,
ବିପ୍ଳବୀ, ବୀର ଜୟୀ ରାଜଗୁରୁଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ତାଙ୍କ ଅସାଧାରଣ ଦେଶପ୍ରେମ,
ନିର୍ଭୀକ ସଂଗ୍ରାମୀ ଜୀବନ ଓ ଅସୀମ ତ୍ୟାଗ ସର୍ବଦା
ସ୍ମରଣୀୟ ଏବଂ ପ୍ରେରଣାଦାୟୀ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା