
ଭୁବନେଶ୍ୱର, ୨୯ ଅକ୍ଟୋବର (ହି.ସ)- ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଲଗାଣ ବର୍ଷା ଓ ଋଷିକୁଲ୍ୟା ନଦୀର ଜଳସ୍ତର ବୃଦ୍ଧି ପରିପ୍ରେକ୍ଷୀରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ଓ ଜିଲ୍ଲାର ପ୍ରସ୍ତୁତି ସମ୍ପର୍କରେ ବ୍ରହ୍ମପୁର ଦକ୍ଷିଣାଂଚଳ ରାଜସ୍ୱ ଆୟୁକ୍ତ ବିଜୟ ଅମୃତ କୁଲାଙ୍ଗେ ଛତ୍ରପୁରଠାରେ ସମୀକ୍ଷା କରିଥିଲେ। ଏହି ବୈଠକରେ ଗଞ୍ଜାମ ଜିଲ୍ଲାପାଳ ଏବଂ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା