ଆଗାମୀ ୬ରୁ ୭ ଦିନ ମଧ୍ୟରେ ରାଜ୍ୟରେ ସର୍ବାଧିକ ତାପମାତ୍ରା (ଦିନ ତାପମାତ୍ରା) ଓ ସର୍ବନିମ୍ନ ତାପମାତ୍ରା (ରାତି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ
ଭୁବନେଶ୍ୱର, ୩ ଅକ୍ଟୋବର (ହି.ସ.)- ଆଗାମୀ ୬ରୁ ୭ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା (ଦିନ ତାପମାତ୍ରା) ଏବଂ ସର୍ବନିମ୍ନ ତାପମାତ୍ରା (ରାତି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋ
ଆଗାମୀ ୬ରୁ ୭ ଦିନ ମଧ୍ୟରେ ରାଜ୍ୟରେ ସର୍ବାଧିକ ତାପମାତ୍ରା (ଦିନ ତାପମାତ୍ରା) ଓ ସର୍ବନିମ୍ନ ତାପମାତ୍ରା (ରାତି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ

ଭୁବନେଶ୍ୱର, ୩ ଅକ୍ଟୋବର (ହି.ସ.)- ଆଗାମୀ ୬ରୁ ୭ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା (ଦିନ ତାପମାତ୍ରା) ଏବଂ ସର୍ବନିମ୍ନ ତାପମାତ୍ରା (ରାତି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ

 rajesh pande