ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୁରୀର ମଠାଧୀଶ
ଭୁବନେଶ୍ୱର, ୦୩ ଅକ୍ଟୋବର (ହି.ସ.) - ପୁରୀର ମଠାଧୀଶମାନେ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ପୁରୀର ବିଭିନ୍ନ ମଠ ଓ ମନ୍ଦିରର ଉନ୍ନତିକରଣ ଏବଂ ସଂରକ୍ଷଣ ସମ୍ପର୍କରେ ଆଲୋଚନା କରିଛନ୍ତି । ଏହି ଅବସରରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ପୁରୀ ସାଂସଦ ସମ୍ବିତ ପାତ୍ର , ପୁରୀର
cm


ଭୁବନେଶ୍ୱର, ୦୩ ଅକ୍ଟୋବର (ହି.ସ.) - ପୁରୀର ମଠାଧୀଶମାନେ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ପୁରୀର ବିଭିନ୍ନ ମଠ ଓ ମନ୍ଦିରର ଉନ୍ନତିକରଣ ଏବଂ ସଂରକ୍ଷଣ ସମ୍ପର୍କରେ ଆଲୋଚନା କରିଛନ୍ତି ।

ଏହି ଅବସରରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ପୁରୀ ସାଂସଦ ସମ୍ବିତ ପାତ୍ର , ପୁରୀର ପୂର୍ବତନ ବିଧାୟକ ଜୟନ୍ତ ଷଡ଼ଙ୍ଗୀ,ଆଇନ ବିଭାଗର ପ୍ରମୁଖ ଶାସନ ସଚିବ ଡ଼ଃ ପବିତ୍ର ମୋହନ ସାମଲ, ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande