
ଭୁବନେଶ୍ୱର, 30 ଅକ୍ଟୋବର (ହି.ସ.)- ଆଜି ଗଂଜାମ ଓ
ଗଜପତିରେ ଆକାଶ ମାର୍ଗରୁ ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ
ଶ୍ରୀ ମୋହନ ଚରଣ ମାଝୀ ଆଜି ୧୨ଟା ସମୟରେ ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଆକାଶ ମାର୍ଗରେ ଯାଇ
ପ୍ରବଳ ବର୍ଷା ଜନିତ ବନ୍ୟା ପରିସ୍ଥିତି ଓ କ୍ଷୟକ୍ଷତି ଅନୁଧ୍ୟାନ କରିବେ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା