ସ୍ୱାମୀ ଦୟାନନ୍ଦ ସରସ୍ୱତୀଙ୍କ ପୂଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ରାଜ୍ୟପାଳ
ଭୁବନେଶ୍ୱର, 30 ଅକ୍ଟୋବର (ହି.ସ.)- ସ୍ୱାମୀ ଦୟାନନ୍ଦ ସରସ୍ୱତୀଙ୍କ ପୂଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ ଶ୍ରୀ ବ୍ରଜମୋହନ ରାମ । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଆର୍ଯ୍ୟ ସମାଜର ସଂସ୍ଥାପକ ତଥା ମହାନ ସମାଜ ସଂସ
ରାଜ୍ୟପାଳ ଶ୍ରୀ ବ୍ରଜମୋହନ ରାମ


ଭୁବନେଶ୍ୱର, 30 ଅକ୍ଟୋବର (ହି.ସ.)- ସ୍ୱାମୀ

ଦୟାନନ୍ଦ ସରସ୍ୱତୀଙ୍କ ପୂଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ ଶ୍ରୀ

ବ୍ରଜମୋହନ ରାମ । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଆର୍ଯ୍ୟ ସମାଜର

ସଂସ୍ଥାପକ ତଥା ମହାନ ସମାଜ ସଂସ୍କାରକ ମହର୍ଷି ସ୍ୱାମୀ ଦୟାନନ୍ଦ ସରସ୍ୱତୀଙ୍କ ପୂଣ୍ୟତିଥିରେ

ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande