ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରମୋଦ ମହାଜନଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ କେଭି ସିଂହଦେଓ
ଭୁବନେଶ୍ୱର, 30 ଅକ୍ଟୋବର (ହି.ସ.)- ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରମୋଦ ମହାଜନଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ବରିଷ୍ଠ ବିଜେପି ନେତା ତଥା ପୂ
ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 30 ଅକ୍ଟୋବର (ହି.ସ.)- ପୂର୍ବତନ

କେନ୍ଦ୍ରମନ୍ତ୍ରୀ ପ୍ରମୋଦ ମହାଜନଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି

ଯେ, ବରିଷ୍ଠ ବିଜେପି ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରମୋଦ ମହାଜନ ଜୀଙ୍କ ଜନ୍ମବାର୍ଷିକୀ

ଅବସରରେ,

ଆମେ ଜଣେ ଦୂରଦ୍ରଷ୍ଟା ରଣନୀତିକାର ତଥା ଭାରତର ଟେଲିକମ୍ ବିପ୍ଳବର

ଅନ୍ୟତମ ବିନ୍ଧାଣୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛୁ। ରାଜନୀତିକୁ ଆଧୁନିକୀକରଣ କରିବା ଦିଗରେ

ତାଙ୍କର ଅଗ୍ରଣୀ ଚିନ୍ତାଧାରା ଓ ନିଷ୍ଠାପର ଅବଦାନ ଆଜି ମଧ୍ୟ ପିଢ଼ି ପରେ ପିଢ଼ିକୁ ପ୍ରେରଣା

ଯୋଗାଇ ଆସୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande