ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
ଭୁବନେଶ୍ୱର, ୩୧ ଅକ୍ଟୋବର (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ୩୧ ତାରିଖ ସକାଳ ଠାରୁ ଆସନ୍ତା ନଭେମ୍ବର ୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍
୩୧ ତାରିଖ ସକାଳ ଠାରୁ ୧ ତାରିଖ ସକାଳ ସୁଦ୍ଧା


ଭୁବନେଶ୍ୱର, ୩୧ ଅକ୍ଟୋବର (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ୩୧ ତାରିଖ ସକାଳ ଠାରୁ ଆସନ୍ତା ନଭେମ୍ବର ୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande