
ଭୁବନେଶ୍ୱର,୩୧ ଅକ୍ଟୋବର (ହି.ସ.) - ବାତ୍ୟା ପରବର୍ତୀ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟର ତଦାରଖ କରିବା ପାଇଁ ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ଦୁର୍ଗମ ଗଙ୍ଗବାଡ଼ ପଂଚାୟତରେ ପହଂଚିଛନ୍ତି ଗଂଜାମ ଜିଲ୍ଲାପାଳ ଓ ଉପ-ଜିଲ୍ଲାପାଳ। ରାସ୍ତାଘଟ କ୍ଷତିଗ୍ରସ୍ତ ହୋଇଥିବାରୁ ସେମାନେ ନିଜେ ପାହାଡ଼ ଚଢ଼ି ଅପହଂଚ ଅଂଚଳରେ ପହଂଚି ସ୍ଥିତି ଅନୁଧ୍ୟାନ କରିବା ସହ ଲୋକଙ୍କ ସମସ୍ୟା ବୁଝିଛନ୍ତି ଏବଂ ତୁରନ୍ତ ସହାୟତା ଯାଂଚ ନିର୍ଦ୍ଦେଶ ଦେଇଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା