
ଭୁବନେଶ୍ୱର, 31 ଅକ୍ଟୋବର (ହି.ସ.)- କେନ୍ଦ୍ରମନ୍ତ୍ରୀ
ଚିରାଗ ପାଶୱାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ
ଧର୍ମେନ୍ଦ୍ର ପ୍ରଧାନ । ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ
ତଥା ଲୋକ ଜନଶକ୍ତି ପାର୍ଟି (ରାମବିଳାସ)ର ଜାତୀୟ ସଭାପତି ଶ୍ରୀ ଚିରାଗ ପାସୱାନ ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା
ଓ ଅଭିନନ୍ଦନ। ପ୍ରଭୁଙ୍କ ନିକଟରେ ଆପଣଙ୍କ
ଉତ୍ତମ ସ୍ୱାସ୍ଥ୍ୟ,
ଦୀର୍ଘାୟୁ ଓ ସୁଖମୟ ଜୀବନ କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା