
ଭୁବନେଶ୍ୱର, 31 ଅକ୍ଟୋବର (ହି.ସ.)- କେନ୍ଦ୍ରମନ୍ତ୍ରୀ
ସର୍ବାନନ୍ଦ ସୋନେୱାଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା
ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ,
କେନ୍ଦ୍ରମନ୍ତ୍ରୀ ଶ୍ରୀ ସର୍ବାନନ୍ଦ ସୋନୋୱାଲ ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ।ଆପଣଙ୍କ ଉତ୍ତମ ସ୍ୱାସ୍ଥ୍ୟ, ସୁଖ, ଶାନ୍ତି ଓ
ଦେଶସେବାରେ ନିରନ୍ତର ସମର୍ପଣ ସହ ଆଗକୁ ବଢ଼ିବା ପାଇଁ ଅଧିକ ଶକ୍ତି ଓ ସାମର୍ଥ୍ୟ କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା