ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ
ଭୁବନେଶ୍ୱର,୩୧ ଅକ୍ଟୋବର (ହି.ସ.) - ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ତଥା ‘ରାଷ୍ଟ୍ରୀୟ ଏକତା ଦିବସ’ ପାଳନ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗ ପରିସରରେ ‘ରାଷ୍ଟ୍ରୀୟ ଏକତା ଦିବସ ଶପଥ’ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବିଭାଗୀୟ ନିର୍ଦ୍ଦେଶକ ସଞ୍ଜୟ କୁମାର ବିଶ୍ୱାଳ ବିଭାଗୀୟ
ipr


ଭୁବନେଶ୍ୱର,୩୧ ଅକ୍ଟୋବର (ହି.ସ.) - ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ତଥା ‘ରାଷ୍ଟ୍ରୀୟ ଏକତା ଦିବସ’ ପାଳନ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗ ପରିସରରେ ‘ରାଷ୍ଟ୍ରୀୟ ଏକତା ଦିବସ ଶପଥ’ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ବିଭାଗୀୟ ନିର୍ଦ୍ଦେଶକ ସଞ୍ଜୟ କୁମାର ବିଶ୍ୱାଳ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କୁ ଦେଶର ଏକତା, ଅଖଣ୍ଡତା ଏବଂ ସୁରକ୍ଷାକୁ ବଜାୟ ରଖିବା ପାଇଁ ନିଜ ନିଜ କ୍ଷେତ୍ରରେ ଉଦ୍ୟମ ଜାରି ରଖିବା ନେଇ ଶପଥ ପାଠ କରାଇଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande