ପୋଲିସ ମୁଖ୍ୟାଳୟ ଠାରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ
ଭୁବନେଶ୍ୱର,୩୧ ଅକ୍ଟୋବର (ହି.ସ.) - ଭାରତର ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୧ତମ ଜୟନ୍ତୀ ଅବସରରେ ଶନିବାର ରାଜ୍ୟ ପୋଲିସ ମୁଖ୍ୟାଳୟ, କଟକ ଠାରେ ରାଷ୍ଟ୍ରୀୟ ଏକତା ଦିବସ-୨୦୨୬'' ପାଳିତ ହୋଇଯାଇଛି। ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନୀକିକରଣ) ଏସ. କେ. ପ୍ରିୟଦର୍ଶୀଙ୍କ ସମେତ ଉପସ୍ଥ
hjtyjk


ଭୁବନେଶ୍ୱର,୩୧ ଅକ୍ଟୋବର (ହି.ସ.) - ଭାରତର ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୧ତମ ଜୟନ୍ତୀ ଅବସରରେ ଶନିବାର ରାଜ୍ୟ ପୋଲିସ ମୁଖ୍ୟାଳୟ, କଟକ ଠାରେ ରାଷ୍ଟ୍ରୀୟ ଏକତା ଦିବସ-୨୦୨୬' ପାଳିତ ହୋଇଯାଇଛି।

ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନୀକିକରଣ) ଏସ. କେ. ପ୍ରିୟଦର୍ଶୀଙ୍କ ସମେତ ଉପସ୍ଥିତ ସମସ୍ତ ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଦେଶର ଏକତା ଓ ଅଖଣ୍ଡତାକୁ ଅକ୍ଷୁଣ୍ଣ ରଖିବା ପାଇଁ ଶପଥ ଗ୍ରହଣ କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande