ଲୌହ ପୁରୁଷ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 31 ଅକ୍ଟୋବର (ହି.ସ.)- ଲୌହ ପୁରୁଷ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଅଖଣ୍ଡ ଭାରତର ପ୍ରଣେତା ‘ଭାରତ ରତ୍ନ’ ସର୍ଦ୍ଦାର ବଲ୍ଲଭ ଭାଇ
ଲୌହ ପୁରୁଷ ସର୍ଦ୍ଦାର     ବଲ୍ଲଭଭାଇ ପଟେଲଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ପ୍ରଭାତି ପରିଡା


ଭୁବନେଶ୍ୱର, 31 ଅକ୍ଟୋବର (ହି.ସ.)- ଲୌହ ପୁରୁଷ

ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଅଖଣ୍ଡ ଭାରତର ପ୍ରଣେତା ‘ଭାରତ ରତ୍ନ’ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀରେ କୋଟି କୋଟି ପ୍ରଣାମ ଜଣାଉଛି । ସମସ୍ତଙ୍କୁ

ରାଷ୍ଟ୍ରୀୟ ଏକତା ଦିବସର ହାର୍ଦ୍ଦିକ ଶୁଭେଚ୍ଛା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande