କେନ୍ଦ୍ରମନ୍ତ୍ରୀ ସର୍ବାନନ୍ଦ ସୋନେୱାଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 31 ଅକ୍ଟୋବର (ହି.ସ.)- କେନ୍ଦ୍ରମନ୍ତ୍ରୀ ସର୍ବାନନ୍ଦ ସୋନେୱାଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଶ୍ରୀ ସର୍ବାନନ୍ଦ ସୋନୋୱାଲ ଜୀ
କେନ୍ଦ୍ରମନ୍ତ୍ରୀ ସର୍ବାନନ୍ଦ     ସୋନେୱାଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା


ଭୁବନେଶ୍ୱର, 31 ଅକ୍ଟୋବର (ହି.ସ.)- କେନ୍ଦ୍ରମନ୍ତ୍ରୀ

ସର୍ବାନନ୍ଦ ସୋନେୱାଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା

। ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଶ୍ରୀ

ସର୍ବାନନ୍ଦ ସୋନୋୱାଲ ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ

ଶ୍ରୀଜଗନ୍ନାଥ ଆପଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟ, ସୁଖ,

ଶାନ୍ତି ଓ ଶକ୍ତି ପ୍ରଦାନ କରନ୍ତୁ,

ଯାହାଦ୍ୱାରା ଆପଣ ନିଷ୍ଠା ଓ ସମର୍ପଣର ସହିତ ଦେଶସେବା ଜାରି ରଖିପାରିବେ। ଏହା ହିଁ ମହାପ୍ରଭୁଙ୍କ

ନିକଟରେ ମୋର ହାର୍ଦ୍ଦିକ ପ୍ରାର୍ଥନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande