ବ୍ରହ୍ମପୁର ଉପ-ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜନଶୁଣାଣି ଶିବିର ଅନୁଷ୍ଠିତ
ଭୁବନେଶ୍ୱର, ୦୫ ଅକ୍ଟୋବର(ହି.ସ)- ବ୍ରହ୍ମପୁର ଉପ-ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜନସାଧାରଣଙ୍କ ସମସ୍ୟାର ସମାଧାନ ପାଇଁ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକ, ଉପ-ଜିଲ୍ଲାପାଳ, ବିଏମ୍ସି ଆୟୁକ୍ତଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଲୋକଙ୍କ
fghrfty


ଭୁବନେଶ୍ୱର, ୦୫ ଅକ୍ଟୋବର(ହି.ସ)- ବ୍ରହ୍ମପୁର ଉପ-ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜନସାଧାରଣଙ୍କ ସମସ୍ୟାର ସମାଧାନ ପାଇଁ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକ, ଉପ-ଜିଲ୍ଲାପାଳ, ବିଏମ୍ସି ଆୟୁକ୍ତଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିବା ସହ ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଇଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande