
ଭୁବନେଶ୍ୱର, 05 ଅକ୍ଟୋବର (ହି.ସ.)- ସ୍ବାଧୀନତା
ସଂଗ୍ରାମୀ ପ୍ରାଣନାଥ ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କୁ ନମନ କରିଛନ୍ତି
ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ
କହିଛନ୍ତି ଯେ, ମହାନ ସ୍ବାଧୀନତା ସଂଗ୍ରାମୀ ବିପ୍ଳବୀ ପ୍ରାଣନାଥ ପଟ୍ଟନାୟକ ଙ୍କ
ଶ୍ରାଦ୍ଧବାର୍ଷିକୀ ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ
କରୁଅଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା