କାଲି ବଲାଙ୍ଗୀର କାଶଳ କଳା ମଣ୍ଡଳ ପଡ଼ିଆରେ ଆୟୋଜିତ ହେବ ସେବା ଜ୍ୟୋତି ଯାତ୍ରା
ଭୁବନେଶ୍ୱର, ୦୬ ଅକ୍ଟୋବର (ହି.ସ) - ଆସନ୍ତାକାଲି ୭ ଅକ୍ଟୋବର (ବୁଧବାର)ରେ କୋଶଳ କଳା ମଣ୍ଡଳ ପଡ଼ିଆ, ବଲାଙ୍ଗୀର ଠାରେ ‘ସେବା ଜ୍ୟୋତି ଯାତ୍ରା’ କାର୍ଯ୍ୟକ୍ରମ ଆୟୋଜିତ ହେବ। ଏହା ପୂର୍ବରୁ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ମଙ୍ଗଳବାର ସେଠାରେ ପହଂଚି ସୁରକ୍ଷା ବ୍ୟବସ୍ଥା ଓ ଅନ୍ୟାନ୍ୟ ସମସ୍
dfghftk


ଭୁବନେଶ୍ୱର, ୦୬ ଅକ୍ଟୋବର (ହି.ସ) - ଆସନ୍ତାକାଲି ୭ ଅକ୍ଟୋବର (ବୁଧବାର)ରେ କୋଶଳ କଳା ମଣ୍ଡଳ ପଡ଼ିଆ, ବଲାଙ୍ଗୀର ଠାରେ ‘ସେବା ଜ୍ୟୋତି ଯାତ୍ରା’ କାର୍ଯ୍ୟକ୍ରମ ଆୟୋଜିତ ହେବ। ଏହା ପୂର୍ବରୁ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ମଙ୍ଗଳବାର ସେଠାରେ ପହଂଚି ସୁରକ୍ଷା ବ୍ୟବସ୍ଥା ଓ ଅନ୍ୟାନ୍ୟ ସମସ୍ତ ପ୍ରସ୍ତୁତିର ତଦାରଖ କରିଛନ୍ତି।

ସୂଚନାଯୋଗ୍ୟ ଯେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଦୀର୍ଘ ୨୫ ବର୍ଷର ଅତୁଳନୀୟ ଜନସେବା, ଦେଶର ବିକାଶ ଏବଂ ରାଷ୍ଟ୍ର ଗଠନ ପାଇଁ ତାଙ୍କର ନିଷ୍ଠା ଓ ସମର୍ପଣ ଭାବକୁ ଆଦରର ସହ ପାଳନ କରିବା ନିମନ୍ତେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେଉଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande