ବିଜେପୁର ବିଧାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଉପମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 08 ଅକ୍ଟୋବର (ହି.ସ.)- ବିଜେପୁର ବିଧାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ବିଜେପୁରର ବିଧାୟକ ଶ୍ରୀ ସନତ କୁମାର ଗଡତିଆଙ୍କୁ
ସନତନ


ଭୁବନେଶ୍ୱର, 08 ଅକ୍ଟୋବର (ହି.ସ.)- ବିଜେପୁର

ବିଧାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ।

ଏନେଇ ସୋସିଆଲ ମିଡିଆ

ଏକ୍ସରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ବିଜେପୁରର ବିଧାୟକ ଶ୍ରୀ ସନତ କୁମାର ଗଡତିଆଙ୍କୁ ତାଙ୍କ ଶୁଭ

ଜନ୍ମଦିନ ଅବସରରେ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ

ସୁଖୀ,

ନିରୋଗ ଓ ଦୀର୍ଘାୟୁ ପ୍ରଦାନ କରନ୍ତୁ।

ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ

ମହାଲିଙ୍ଗ କହିଛନ୍ତି ଯେ, ବିଜେପୁରର ବିଧାୟକ ଶ୍ରୀ ସନତ କୁମାର ଗଡତିଆଙ୍କୁ ଜନ୍ମଦିନର

ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଆପଣଙ୍କ ଦକ୍ଷ ନେତୃତ୍ୱରେ ବିଜେପୁର ଅଞ୍ଚଳର ବିକାଶ ଓ

ଜନକଲ୍ୟାଣର ଧାରା ଆହୁରି ଆଗକୁ ବଢ଼ୁ। ମହାପ୍ରଭୁ ଆପଣଙ୍କୁ ଜନସେବା ପାଇଁ ଅସୀମ ଶକ୍ତି ଓ

ସାମର୍ଥ୍ୟ ପ୍ରଦାନ କରନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande