ବିଧାନସଭାଠାରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ
ଭୁବନେଶ୍ୱର, 09 ଅକ୍ଟୋବର (ହି.ସ.)- ବିଧାନସଭାଠାରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢ଼ୀ, ମନ୍ତ୍ରୀ ସୁରେଶ ପୁଝାରୀ, ଏକାମ୍ର ବିଧାୟକ ବାବୁ ସିଂ ଓ ବହ
ବିଧାନସଭାଠାରେ ଉତ୍କଳମଣି     ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ


ଭୁବନେଶ୍ୱର, 09 ଅକ୍ଟୋବର (ହି.ସ.)- ବିଧାନସଭାଠାରେ

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ

ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢ଼ୀ,

ମନ୍ତ୍ରୀ ସୁରେଶ ପୁଝାରୀ, ଏକାମ୍ର ବିଧାୟକ ବାବୁ ସିଂ

ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତରହି

ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ଅର୍ପଣ କରିଥିଲେ l

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande