
ଭୁବନେଶ୍ୱର, 01 ନଭେମ୍ବର (ହି.ସ.) ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ବିଶୃଙ୍ଖଳା ଆଚରଣ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ କଟକ ଜିଲ୍ଲା ନିଆଳିର ଶ୍ରୀ ଶଶିକାନ୍ତ ଲେଙ୍କା, ବାଲେଶ୍ୱର ଯୁବମୋର୍ଚ୍ଚା ଜିଲ୍ଲା ଉପସଭାପତି ଶ୍ରୀ ବରେନ୍ଦ୍ର ମହାଳିକଙ୍କୁ ଦଳରୁ ନିଲମ୍ବନ କରାଗଲା ବୋଲି ଶୃଙ୍ଖଳା କମିଟି ରାଜ୍ୟ ଆବାହକ ଶ୍ରୀ ସୁଦର୍ଶନ ନାୟକ ସୂଚନା ଦେଇଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ