ଗଂଜାମର ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା
ଭୁବନେଶ୍ୱର,୧୦ ନଭେମ୍ବର (ହି.ସ.) - ଗଞ୍ଜାମ ଜିଲ୍ଲା, ପାତ୍ରପୁର ତହସିଲର ଏସ୍. ରାଜେଶ କୁମାର (ପିତା - ଏସ୍. ହେମରାଓ) ଙ୍କର ଦୁଃଖଦ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସ
cm


ଭୁବନେଶ୍ୱର,୧୦ ନଭେମ୍ବର (ହି.ସ.) - ଗଞ୍ଜାମ ଜିଲ୍ଲା, ପାତ୍ରପୁର ତହସିଲର ଏସ୍. ରାଜେଶ କୁମାର (ପିତା - ଏସ୍. ହେମରାଓ) ଙ୍କର ଦୁଃଖଦ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୪ ଲକ୍ଷ ଟଙ୍କାର ଆର୍ôଥକ ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ମାଧ୍ୟମରେ ଏହି ସୂଚନା ଦିଆଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande