
ଭୁବନେଶ୍ୱର, 10 ନଭେମ୍ବର (ହି.ସ.)- ପବିତ୍ର
ଗୋବର୍ଦ୍ଧନ ପୂଜାର ଶୁଭେଚ୍ଛା ଜଣାଇଛନ୍ତି ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ
ପ୍ରଭାତି ପରିଡା । ଏହି ଅବସରରେ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି କନକ ବର୍ଦ୍ଧନ
ସିଂହଦେଓ କହିଛନ୍ତି ଯେ, ସମସ୍ତଙ୍କୁ ପବିତ୍ର ଗୋବର୍ଦ୍ଧନ ପୂଜା ର ହାର୍ଦ୍ଦିକ ଶୁଭେଚ୍ଛା ଓ
ଶୁଭକାମନା ।
ଉପମୁଖ୍ୟମନ୍ତ୍ରୀ ପ୍ରଭାତି
ପରିଡା ଏକ ବାର୍ତ୍ତାରେ କହିଛନ୍ତି ଯେ, ପବିତ୍ର ଗିରି ଗୋବର୍ଦ୍ଧନ ପୂଜା ଅବସରରେ ଆପଣମାନଙ୍କୁ
ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା