ବିଜ୍ଞାନ ହେଉଛି ପ୍ରଗତିର ଶକ୍ତିଶାଳୀ ମାଧ୍ୟମ- ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 10 ନଭେମ୍ବର (ହି.ସ.)- ବିଶ୍ୱ ବିଜ୍ଞାନ ଦିବସର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦଓ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ବିଜ୍ଞାନ ହେଉଛି ପ୍ରଗତି, ନବସୃଜନ ଓ ଶାନ୍ତି
ବିଜ୍ଞାନ


ଭୁବନେଶ୍ୱର, 10 ନଭେମ୍ବର (ହି.ସ.)- ବିଶ୍ୱ ବିଜ୍ଞାନ

ଦିବସର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ

ଏକ୍ସରେ କନକ ବର୍ଦ୍ଧନ ସିଂହଦଓ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ବିଜ୍ଞାନ ହେଉଛି

ପ୍ରଗତି,

ନବସୃଜନ ଓ ଶାନ୍ତିପୂର୍ଣ୍ଣ ସହାବସ୍ଥାନର ଏକ ଶକ୍ତିଶାଳୀ ମାଧ୍ୟମ।

ଶାନ୍ତି ଓ ବିକାଶ ପାଇଁ ବିଶ୍ୱ ବିଜ୍ଞାନ ଦିବସ ଅବସରରେ, ବିଶ୍ୱସ୍ତରୀୟ ଆହ୍ୱାନର ମୁକାବିଲା, ସ୍ଥାୟୀ ବିକାଶକୁ ପ୍ରୋତ୍ସାହନ ଏବଂ ଆଗାମୀ ପିଢ଼ି ପାଇଁ ଏକ ଉତ୍ତମ

ଭବିଷ୍ୟତ ଗଠନରେ ବୈଜ୍ଞାନିକ ଜ୍ଞାନର ଭୂମିକାକୁ ଆସନ୍ତୁ ସ୍ୱୀକାର କରିବା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande