ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକ ପାଇଁ କୌଣସି ଚେତାବନୀ ନାହିଁ
ଭୁବନେଶ୍ୱର, ୧୦ ନଭେମ୍ବର (ହି.ସ.)- ଆଗାମୀ ୭ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ୧୦ ତାରିଖ ସକାଳ ଠାରୁ ଆସନ୍ତା ୧୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା
ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକ ପାଇଁ କୌଣସି ଚେତାବନୀ ନାହିଁ


ଭୁବନେଶ୍ୱର, ୧୦ ନଭେମ୍ବର (ହି.ସ.)- ଆଗାମୀ ୭ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ୧୦ ତାରିଖ ସକାଳ ଠାରୁ ଆସନ୍ତା ୧୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande