
ଭୁବନେଶ୍ୱର, ୧୦ ନଭେମ୍ବର (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ୧୦ ତାରିଖ ସକାଳ ଠାରୁ ଆସନ୍ତା ୧୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ