‘ମାଣ୍ଡିଆ ଦିବସ’ର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 10 ନଭେମ୍ବର (ହି.ସ.)- ‘ମାଣ୍ଡିଆ ଦିବସ’ର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ମାଣ୍ଡିଆ ଦିବସ’ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମାଣ୍ଡିଆ ଆମ ଓଡ଼ିଶାର
ମାଣ୍ଡିଆ


ଭୁବନେଶ୍ୱର, 10 ନଭେମ୍ବର (ହି.ସ.)- ‘ମାଣ୍ଡିଆ ଦିବସ’ର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ

ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ମାଣ୍ଡିଆ ଦିବସ’ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ

ଅଭିନନ୍ଦନ। ମାଣ୍ଡିଆ ଆମ ଓଡ଼ିଶାର ଗୌରବ, ଆମ କୃଷକ ଭାଇଭଉଣୀଙ୍କ ପରିଶ୍ରମର ଫଳ ଏବଂ ଆମ ପାରମ୍ପରିକ ଖାଦ୍ୟ

ସଂସ୍କୃତିର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ଆସନ୍ତୁ, ମାଣ୍ଡିଆର ପ୍ରଚାର ପ୍ରସାର କରି ଏକ ସୁସ୍ଥ, ସମୃଦ୍ଧ ଓ ବିକଶିତ ଓଡ଼ିଶା ଗଠନ କରିବା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande