ବିଭାଗର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ପରିବହନ ମନ୍ତ୍ରୀ
ଭୁବନେଶ୍ୱର , ୧୦ ନଭେମ୍ବର (ହି.ସ.) - ବାଣିଜ୍ୟ ଓ ପରିବହନ ବିଭାଗର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଓ ଯୋଜନାର ଅଗ୍ରଗତି ନେଇ ମଙ୍ଗଳବାର ବିଭାଗୀୟ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଭାଗୀୟ ପ୍ରମୁଖ ଶାସନ ସଚିବ, ପରିବହନ କମିଶନର, ରେ
k,l


ଭୁବନେଶ୍ୱର , ୧୦ ନଭେମ୍ବର (ହି.ସ.) - ବାଣିଜ୍ୟ ଓ ପରିବହନ ବିଭାଗର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଓ ଯୋଜନାର ଅଗ୍ରଗତି ନେଇ ମଙ୍ଗଳବାର ବିଭାଗୀୟ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।

ଏଥିରେ ବିଭାଗୀୟ ପ୍ରମୁଖ ଶାସନ ସଚିବ, ପରିବହନ କମିଶନର, ରେଳ ସମନ୍ୱୟ କମିଶନରଙ୍କ ସମେତ ସରକାରୀ ମୁଦ୍ରଣାଳୟ, ବେସାମରିକ ବିମାନ ଚଳାଚଳ ଓ ବନ୍ଦର ନିର୍ଦ୍ଦେଶକ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande