ପୁରୁଣାଗଡରେ ବିଭିନ୍ନ ମନ୍ଦିରରେ ପୂଜାର୍ଚ୍ଚନା କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 11 ନଭେମ୍ବର (ହି.ସ.)- ପୁରୁଣାଗଡ଼ ସ୍ଥିତ ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ସେ ମହପ୍ରଭୁଙ୍କ ପାଖରେ ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଥିଲେ। ଧର୍ମେନ୍ଦ୍ର ପ୍ରଧାନ ଏହାସହିତ
ମନ୍ଦିର


ଭୁବନେଶ୍ୱର, 11 ନଭେମ୍ବର (ହି.ସ.)- ପୁରୁଣାଗଡ଼

ସ୍ଥିତ ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଛନ୍ତି ଧର୍ମେନ୍ଦ୍ର

ପ୍ରଧାନ । ଏହି ଅବସରରେ ସେ ମହପ୍ରଭୁଙ୍କ ପାଖରେ ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଥିଲେ। ଧର୍ମେନ୍ଦ୍ର ପ୍ରଧାନ ଏହାସହିତ

ଅନୁଗୋଳ ପୁରୁଣାଗଡ଼ ସ୍ଥିତ ମା' ଭୈରବୀ

ମନ୍ଦିରରେ ଦର୍ଶନ କରିଥିଲେ । ମା'ଙ୍କ ପାଖରେ ସମସ୍ତଙ୍କ ମଙ୍ଗଳ କାମନା କରିଥିଲେ ଧର୍ମେନ୍ଦ୍ର।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande