ନାଗାଲାଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଜୁଏଲ ଓରାମ
ଭୁବନେଶ୍ୱର, 11 ନଭେମ୍ବର (ହି.ସ.) ନାଗାଲାଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ନାଗାଲାଣ୍ଡର ମୁଖ୍ୟମନ୍ତ୍ରୀ ଶ୍ରୀ ନେଫିଉ ରିଓ ଙ୍କୁ ଜନ୍ମଦିନର ହା
ନାଗାଲାଣ୍ଡ     ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଜୁଏଲ ଓରାମ


ଭୁବନେଶ୍ୱର, 11 ନଭେମ୍ବର (ହି.ସ.) ନାଗାଲାଣ୍ଡ

ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଏକ୍ସ

ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ନାଗାଲାଣ୍ଡର ମୁଖ୍ୟମନ୍ତ୍ରୀ ଶ୍ରୀ

ନେଫିଉ ରିଓ ଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁଙ୍କ ନିକଟରେ

ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ, ସୁଖ ଓ ସମୃଦ୍ଧି ସହ ଆହୁରି ଅନେକ ବର୍ଷ ଧରି ନିଷ୍ଠାପର ଭାବେ ଜନସେବା

କରିବାର ସୁଯୋଗ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande