
ଭୁବନେଶ୍ୱର,୧୩ ନଭେମ୍ବର (ହି.ସ.)- ଓଡ଼ିଶା ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା' ଅଧୀନରେ ପି.ଡବ୍ଲୁ.ଡି ରାସ୍ତା ଠାରୁ ବର୍ ହାମରା ରାସ୍ତା ନିର୍ମାଣର ଶୁଭ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂଦେଓ ମଧ୍ୟ ଉପସ୍ଥିତ ରହିଥିଲେ ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା