
ଭୁବନେଶ୍ୱର,୧୩ ନଭେମ୍ବର (ହି.ସ.)- ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଶୁକ୍ରବାର ଦିନ ଓଡ଼ିଶାର ରାଜ୍ୟପାଳ ବ୍ରଜମୋହନ ରାମଙ୍କୁ ସାକ୍ଷାତ କରିଛନ୍ତି। ଲୋକ ଭବନ ଠାରେ ଅନୁଷ୍ଠିତ ଏହି ସୌଜନ୍ୟମୂଳକ ସାକ୍ଷାତ କାଳରେ ଉଭୟଙ୍କ ମଧ୍ୟରେ ବିଭିନ୍ନ ବିଷୟ ଆଲୋଚନା ହୋଇଥିଲା।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା