
ଭୁବନେଶ୍ୱର, ୧୩
ନଭେମ୍ବର (ହି.ସ): ସମ୍ବଲପୁରର ଲୋକସଭା ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର
ପ୍ରଧାନ ଆଜି ଲୋକଭବନଠାରେ ଓଡ଼ିଶାର ରାଜ୍ୟପାଳ ବ୍ରଜ ମୋହନ ରାମଙ୍କୁ ସୌଜନ୍ୟମୂଳକ ସାକ୍ଷାତ
କରିଛନ୍ତି। ରାଜ୍ୟପାଳଙ୍କ ପକ୍ଷରୁ ଏକ୍ସ ମାଧ୍ୟମରେ ଏହି ସାକ୍ଷାତ ସମ୍ପର୍କରେ ସୂଚନା
ଦିଆଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା