
ଭୁବନେଶ୍ୱର, ୧୪ ନଭେମ୍ବର (ହି.ସ)- ଜାଲିଆତି କାର୍ଯ୍ୟରେ ସମ୍ପୃକ୍ତି ଅଭିଯୋଗରେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ସଦସ୍ୟ ଦିଲ୍ଲୀପ କୁମାର ନାୟକଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଏ ନେଇ ବିଜୁ ଜନତା ଦଳ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ବିଜେଡି ସାଧାରଣ ସମ୍ପାଦକ ବିଜୟ ନାୟକ ଏହି ସୂଚନା ଦେଇଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା