ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ : ପରବର୍ତୀ ୩ ଦିନ କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
ଭୁବନେଶ୍ୱର, ୧୪ ନଭେମ୍ବର (ହି.ସ.)- ଆଗାମୀ ୪ ଦିନ ଅର୍ଥାତ୍ ୧୪ ତାରିଖ ସକାଳ ଠାରୁ ଆସନ୍ତା ୧୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି । ପରବର୍ତୀ ୩ ଦିନ ଅର୍ଥାତ୍ ୧୮ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ କେତେକ ଜିଲ୍ଲାରେ ହା
ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ  ପରବର୍ତୀ ୩ ଦିନ କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା


ଭୁବନେଶ୍ୱର, ୧୪ ନଭେମ୍ବର (ହି.ସ.)- ଆଗାମୀ ୪ ଦିନ ଅର୍ଥାତ୍ ୧୪ ତାରିଖ ସକାଳ ଠାରୁ ଆସନ୍ତା ୧୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି । ପରବର୍ତୀ ୩ ଦିନ ଅର୍ଥାତ୍ ୧୮ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande